Masthead

୮ ମାସର ଶିଶୁ ପୂରା ପରିବାରକୁ ଦେଲା ମୁଖାଗ୍ନି

ପଞ୍ଜାବ (ବଡ଼ ଖବର ବ୍ୟୁରୋ):  ପଞ୍ଜାବର ଲୁଧିଆନାରେ ଗ୍ୟାସ ଲିକରେ ଚାଲିଯାଇଥିଲା ୧୧ ଜଣଙ୍କ ଜୀବନ । କିନ୍ତୁ ଆଶ୍ଚର୍ଯ୍ୟର କଥା ଏହି ଦୁର୍ଘଟଣାରୁ ବଞ୍ଚିଯାଇଥିଲା ୮ ମାସର ଶିଶୁ । ବଞ୍ଚିତ ଯାଇଛି ହେଲେ ହରାଇଛି ପୂରା ପରିବାରକୁ । ଶିଶୁଟି ବାପା ମା’ ଏବଂ ଜେଜେ ମା’ଙ୍କ ପାଖରେ ରହୁଥିଲା। କିନ୍ତୁ ବିଧିର ବିଧାନ ସମସ୍ତଙ୍କୁ ଏକାଥରେ ମୁଖାଗ୍ନି ଦେଲା ।

ଶିଶୁକୁ ତା’ର ମାଉସୀ ଧରିଥିବା ବେଳେ ସେ ତା ବାପା ମା’ ଏବଂ ଜେଜେମା’ଙ୍କୁ ମୁଖାଗ୍ନି ଦେଇଥିବା ଦେଖିବାକୁ ମିଳିଛି। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି । ଶିଶୁଟି ଏବେ ତା’ ମାଉସୀ ପାଖରେ ରହିବ ବୋଲି ଶିଶୁର ସମସ୍ତ ସମ୍ପର୍କୀୟ ନିଷ୍ପତ୍ତି ନେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା