Masthead

ବାଂଲାଦେଶ-ମିଆଁମାର ମୁହାଁ ହୋଇପାରେ ବାତ୍ୟା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ନେଇ ଓଡ଼ିଶାକୁ ଘାରିଛି ଭୟ । ବାଂଲାଦେଶ ମିଆଁମାର ମୁହାଁ ହୋଇପାରେ ବାତ୍ୟା । ଆକଳନ କରିଛି ୱିଣ୍ଡି ଓ ଇସିଏମଡବ୍ଲ୍ୟୁଏଫ ପାଣିପାଗ ସଂସ୍ଥା । ୬ ତାରିଖରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ଏହାପରେ ୪୮ ଘଣ୍ଟା ପରେ ଲଘୁଚାପର ରୂପ ନେବ । ପାଣିପାଗ ବିଭାଗର ଆକଳନ ପରେ ବଢିଛି ବାତ୍ୟା ଭୟ । ଲଘୁଚାପ ବାତ୍ୟାର ରୂପ ନେବ କି ନାହିଁ ସେ ନେଇ ଭାରତୀୟ ପାଣିପାଗ ବିଭାଗ ସ୍ପଷ୍ଟ କରିନାହିଁ । ଲଘୁଚାପ ଅବପାତର ରୂପ ନେବା ପରେ, ଚିତ୍ର ସ୍ପଷ୍ଟ ହେବ ବୋଲି ଆଇଏମଡି ପକ୍ଷରୁ କୁହାଯାଇଛି ।

କିନ୍ତୁ ପୂର୍ବରୁ ମେ ମାସରେ ଆସିଥିବା ବାତ୍ୟା ଓଡ଼ିଶା ମୁହାଁ ହୋଇ ବ୍ୟାପକ କ୍ଷୟକ୍ଷତି ହୋଇଛି । ଯେଉଁଥିପାଇଁ ଆଶଙ୍କା ବଢିଯାଇଛି । ଏବେ ସମ୍ଭାବ୍ୟ ବାତ୍ୟା ବାଂଲା- ମିଆଁମାର ମୁହାଁ ହୋଇପାରେ ବୋଲି ୱିଣ୍ଡି ଓ ଇସିଏମଡବ୍ଲ୍ୟୁଏଫ ପକ୍ଷରୁ ଆକଳନ କରଯାଉଛି । ମେ’ ଦ୍ୱିତୀୟ ସପ୍ତାହରେ ଦକ୍ଷିଣ ବଙ୍ଗୋପସାଗରରେ ଶ୍ରୀଲଙ୍କା ନିକଟରେ ବାତ୍ୟା ସୃଷ୍ଟି ହୋଇପାରେ ବୋଲି ପାଣିପାଗ ସଂସ୍ଥା ସ୍କାଏମେଟର ଆକଳନ କରିଛି । ମେ’ ୧୦ବେଳକୁ ବାତ୍ୟା ହେବାର ଆଶଙ୍କା ରିହଛି । ଗ୍ରୀଷ୍ମକାଳିନ ବାତ୍ୟା ଆକସ୍ମିକ ହୋଇଥିବାରୁ, ସମ୍ଭାବ୍ୟ ବାତ୍ୟାକୁ ନଜରରେ ରଖି ଆଗୁଆ ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି ରାଜ୍ୟ ସରକାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମହିଳା ସଂରକ୍ଷଣ ମହାବିତର୍କ, ୧୩ ଘଣ୍ଟା ୪୫ ମିନିଟ୍ ଚାଲିଲା ବିଧାନସଭା 🔴 ଘଡ଼ଘଡ଼ି ସହ ବର୍ଷା, ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ହଠାତ ଘର ଭିତରେ ପଶିଗଲା କାର୍‌ 🔴 ଅପରାହ୍ନରେ ଝଡ଼ବର୍ଷା, ୫ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ଆଜି ବସିବ ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ମହିଳା ସଂରକ୍ଷଣ ମହାବିତର୍କ, ୧୩ ଘଣ୍ଟା ୪୫ ମିନିଟ୍ ଚାଲିଲା ବିଧାନସଭା 🔴 ଘଡ଼ଘଡ଼ି ସହ ବର୍ଷା, ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ହଠାତ ଘର ଭିତରେ ପଶିଗଲା କାର୍‌ 🔴 ଅପରାହ୍ନରେ ଝଡ଼ବର୍ଷା, ୫ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ଆଜି ବସିବ ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ