Masthead

ଓଡ଼ିଶା ଆସିବେ ନୀତିଶ କୁମାର

ଭୁବନେଶ୍ୱର  (ବଡ଼ ଖବର ବ୍ୟୁରୋ):  ଆସନ୍ତା ୫ରେ ଓଡ଼ିଶା ଆସିପାରନ୍ତି ନୀତିଶ କୁମାର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବା ନେଇ ଚର୍ଚ୍ଚା ହେଉଛି । ନବୀନ-ନୀତିଶ ଭେଟ ହେବା ନେଇ ବିଭିନ୍ନ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି । ବିଭିନ୍ନ ରାଜନୈତିକ ପ୍ରସଙ୍ଗ ଉପରେ ହୋଇପାରେ ଆଲୋଚନା । ୨୦୨୪ ନିର୍ବାଚନ ପୂର୍ବରୁ ସବୁ ବିରୋଧୀଙ୍କୁ ଏକାଠି କରୁଛନ୍ତି ନୀତିଶ । ପୂର୍ବରୁ ମମତା ବାନାର୍ଜି ଓ କେଜ୍ରିୱାଲଙ୍କୁ ଭେଟିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ