Masthead

ଲୁହା ରଡ଼ରେ ସାଙ୍ଗକୁ ପିଟିପିଟି ହତ୍ୟା କଲା ସାଙ୍ଗ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ରାଜଧାନୀରେ ଚାଞ୍ଚଲ୍ୟ । ସାଙ୍ଗକୁ ହତ୍ୟା କଲା ସାଙ୍ଗ । ଖଣ୍ଡଗିରି ଥାନା ବାହାଦଲପୁରରେ ଘଟିଛି ଅଘଟଣ । ସାଙ୍ଗ କୁ ପିଟି ପିଟି ମାରିଛି ଆଉ ଏକ ସାଙ୍ଗ । ମୃତକ ହେଲେ ଅଶୋକ ସେଠୀ । ପୂର୍ବ ଶତ୍ରୁତାରୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି । ଗତକାଲି ରାତିରେ ଅଶୋକ ଓ ଅଭିଯୁକ୍ତ ଜଗନ୍ନାଥଙ୍କ ମଧ୍ୟରେ ପାଟି ତୁଣ୍ଡ ହେଇଥିଲା । ପରେ ଜଗନ୍ନାଥ ଅଶୋକକୁ ଲୁହା ରଡ଼ ଓ ପ୍ଲାଷ୍ଟିକ ପାଇପରେ ପିଟିଥିଲା ।

ଘଟଣା ସ୍ଥଳରେ ଅଶୋକଙ୍କ ମୃତ୍ୟ ହେଇଥିଲା । ଦୁଇ ଜଣ ସଫେଇ ଗାଡ଼ି ଡ୍ରାଇଭର ଭାବରେ କାର୍ଯ୍ୟ କରୁଥଲେ । ମଦ ପିଇ ଦୁଇ ଜଣଙ୍କ ଭିତରେ ହେଇଥିଲା ବଚସା ଓ ପରେ ଉଗ୍ରରୂପ ନେଇଥିଲା । ଖବର ପାଇ ଘଟଣାସ୍ଥଳରେ ଖଣ୍ଡଗିରି ପୋଲିସ ପହଞ୍ଚି ତଦନ୍ତ କରିବା ସହ ଅଭିଯୁକ୍ତ ଜଗନ୍ନାଥ ଧୀବରକୁ ଅଟକ ପଚରାଉଚରା କରୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା