Masthead

ବାତ୍ୟା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବାତ୍ୟା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ । ଆବଶ୍ୟକ ପଡିଲେ ଲୋକଙ୍କୁ ସ୍ଥାନାନ୍ତର କରାଯିବ ବୋଲି କହିଲେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ । ଲଗାତାର ଭାବେ ମେ’ ମାସରେ ବାତ୍ୟା ହେଉଛି । ସରକାର ପ୍ରସ୍ତୁତ ଅଛନ୍ତି ।

ସମସ୍ତ ବିଭାଗକୁ ମୁଖ୍ୟମନ୍ତ୍ରୀ ନିଦେ୍ର୍ଦଶଶ ଦେଇଛନ୍ତି । ସମସ୍ତ ବିଭାଗ ସଜାଗ ଅଛି । ସମସ୍ତ ଜିଲ୍ଲପାଳଙ୍କୁ ଆଲର୍ଟ ରଖାଯାଉଛି । ବାତ୍ୟା ଆଶ୍ରୟସ୍ଥଳୀ ପ୍ରସ୍ତୁତ ରଖିବାକୁ ମୁଖ୍ୟମନ୍ତ୍ରୀ ନିଦେ୍ର୍ଦଶ ଦେଇଛନ୍ତି । ଜିଲ୍ଲାପାଳ ଅଫିସ ଓ ରାଜ୍ୟ ସ୍ତରରେ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୋମ ଖୋଲାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ