Masthead

ସମୁଦ୍ରରେ ବୁଡ଼ି ୨ ପର୍ଯ୍ୟଟକ ମୃତ

ପୁରୀ  (ବଡ଼ ଖବର ବ୍ୟୁରୋ):  ପୁରୀ ସମୁଦ୍ରରେ ବୁଡ଼ି ୨ ପର୍ଯ୍ୟଟକ ମୃତ । ଗାଧୋଇବା ବେଳେ ସମୁଦ୍ରରେ ବୁଡ଼ି ୨ପର୍ଯ୍ୟଟକ ମୃତ । ପଶ୍ଚିମବଙ୍ଗରୁ ଆସିଥିବା ୩ ପର୍ଯ୍ୟଟକ ସ୍ୱର୍ଗଦ୍ୱାର ନିକଟ ୧୩ ନଂ ସେକ୍ଟରରେ ଗାଧୋଉଥିବା ବେଳେ ଘଟିଥିଲା ଅଘଟଣ । ଜଣେ ପର୍ଯ୍ୟଟକଙ୍କୁ ଅଗ୍ନିଶମ ବାହିନୀ କର୍ମଚାରୀମାନେ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି । ଅନ୍ୟ ଦୁଇ ଜଣଙ୍କ ଶବ ବ୍ୟବଚ୍ଛେଦ ପାଇଁ ରଖାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା