Masthead

କୋଟିଆ ସୀମା ବିବାଦ ମାସକ ଭିତରେ ସମାଧାନ କର : ବିଜେପି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):କୋଟିଆ ପାଇଁ ଆଗକୁ ଆସିଲା ବିଜେପି । ସାରା ରାଜ୍ୟରେ ଅଯୋଗ୍ୟ ମୁଖ୍ୟମନ୍ତ୍ରୀ ଗାଦି ଛାଡ଼ ଆନ୍ଦୋଳନ କରିବ ବିଜେପି । ତେଣେ ବିଜେଡି କହିଛି ବିଜେପି କରୁଛି ହୀନ ରାଜନୀତି ।  ମୁଖ୍ୟମନ୍ତ୍ରୀସ୍ତରୀୟ ଆଲୋଚନା କରି କୋଟିଆ ସୀମା ବିବାଦ ସମାଧାନ କର । ମାସକ ଭିତରେ ବିବାଦର ସମାଧାନ କର । ମହଲତ ଦେଲା ବିଜେପି । ନଚେତ ରାଜ୍ୟବ୍ୟାପୀ ‘ଅଯୋଗ୍ୟ ମୁଖ୍ୟମନ୍ତ୍ରୀ ଗାଦି ଛାଡ଼’ ଆନ୍ଦୋଳନ କରିବ ବିଜେପି । କେବଳ କୋଟିଆ ନୁହେଁ, ଗଜପତି, ଗଞ୍ଜାମ ଜିଲ୍ଲାରେ ମଧ୍ୟ ସମାନ ଅବସ୍ଥା । ସେଠାରେ ମଧ୍ୟ କିଛି ପଞ୍ଚାୟତରେ ଆନ୍ଧ୍ର ପୋଷ୍ଟର ଲାଗୁଛି । ବାସହୀନ ଲୋକଙ୍କୁ ପଟା ବାଣ୍ଟୁଛି ଆନ୍ଧ୍ର । ତେଣେ କୋଟିଆକୁ ନେଇ କେନ୍ଦ୍ର ଉପରେ ବର୍ଷିଲେ ରାଜସ୍ବ ମନ୍ତ୍ରୀ । ସୁପ୍ରିମକୋର୍ଟ ଦୁଇ ରାଜ୍ୟ ଓ କେନ୍ଦ୍ର ସରକାର ଙ୍କୁ ନୋଟିସ କରିସାରିଛନ୍ତି । କେନ୍ଦ୍ର ସରକାର ଦୁଇ ରାଜ୍ୟକୁ ଡାକି ସମାଧାନ କରନ୍ତୁ । ବିରୋଧୀ ଲୋକଙ୍କୁ ଭୁଆଁ ବୁଲାଉଛନ୍ତି ବୋଲି ମନ୍ତ୍ରୀ କହିଛନ୍ତି ।   କୋଟିଆକୁ ନେଇ ବିଜେପି ବିଜେଡି କାଦୁଅ ଫିଙ୍ଗାରେ ବ୍ୟସ୍ତ । ତେଣେ ଆନ୍ଧ୍ର ଲକ୍ଷ୍ୟ ହାସଲରେ ଲାଗିପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’