Masthead

ପଞ୍ଜାବ କିଙ୍ଗ୍ସକୁ ହରାଇଲା ମୁମ୍ବାଇ ଇଣ୍ଡିଆନ୍ସ

ମୋହାଲି(ବଡ଼ ଖବର ବ୍ୟୁରୋ): ଆଇପିଏଲ ୪୬ ତମ ମ୍ୟାଚରେ ପଞ୍ଜାବ କିଙ୍ଗ୍ସକୁ ହରାଇଛି ମୁମ୍ବାଇ ଇଣ୍ଡିଆନ୍ସ । ମୋହାଲିର ପଞ୍ଜାବ କ୍ରିକେଟ ଆସେସିଏଶନ ଆଇଏସ ବିନ୍ଦ୍ରା କ୍ରିକେଟ ଷ୍ଟାଡିୟମରେ ଖେଳାଯାଇଥିଲା ମ୍ୟାଚ । ପଞ୍ଜାବ କିଙ୍ଗ୍ସ ୨୦ ଓଭରରେ ୩ ୱିକେଟ ହରାଇ ୨୧୪ ରନ କରିଥିଲା। ଫଳରେ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ୨୧୫ ରନର ବିଜୟ ଲକ୍ଷ୍ୟ ରହିଥିଲା। ତେବେ ୨୧୫ ରନର ଲକ୍ଷ୍ୟ ପଛରେ ଯାଇ ମୁମ୍ବାଇ ଇଣ୍ଡିଆନ୍ସ ୧୮.୫ ଓଭରରେ ୪ ୱିକେଟ ହରାଇ ୨୧୬ କରିଛି। ୬ ୱିକେଟରେ ବିଜୟ ହୋଇଛି ମୁମ୍ବାଇ। ଉଭୟ ଦଳ ମଧ୍ୟରେ ଖେଳାଯାଇଥିବା ପ୍ରଥମ ମ୍ୟାଚ୍‌ରେ ପଞ୍ଜାବ ୧୩ ରନ୍‌ରେ ମୁମ୍ବାଇକୁ ହରାଇଥିଲା। କିନ୍ତୁ ବୁଧବାର ପାଲଟା ମ୍ୟାଚ୍‌ର ପଞ୍ଜାବକୁ ଝଟକା ଦେଇଛି ମୁମ୍ବାଇ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୋଟର ଲିଷ୍ଟରୁ ରାଘବ ଚଢ଼ାଙ୍କ ନାଁ ଗାଏବ 🔴 ମାଫିଆଙ୍କ ଟାର୍ଗେଟରେ କଇଁଛ 🔴 ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ସ୍ଥିତି 🔴 ପିୟୁସିସି ଜରିମାନା ହ୍ରାସ କଲେ ରାଜ୍ୟ ସରକାର 🔴 ପୁଣି ମୁହାଁମୁହିଁ ଇରାନ୍-ଆମେରିକା 🔴 ୩ଟି ଜିଲ୍ଲାରେ ଆହୁରି ବର୍ଷିବ 🔴 ଲୋକଭବନକୁ IGBC ପ୍ଲାଟିନମ୍ ଗ୍ରୀନ୍ କ୍ୟାମ୍ପସ୍ ସାର୍ଟିଫିକେସନ 🔴 ମାସେ ହେଲା ଠପ୍‌ ରୋଷେଇ, ଅଙ୍ଗନୱାଡି ଆସୁ ନାହାନ୍ତି ପିଲା 🔴 ବଢୁଛି ବୁଢ଼ାବଳଙ୍ଗ ନଦୀର ଜଳସ୍ତର 🔴 ଅଧା ରାଜ୍ୟରେ ବର୍ଷା! 🔴 ଭୋଟର ଲିଷ୍ଟରୁ ରାଘବ ଚଢ଼ାଙ୍କ ନାଁ ଗାଏବ 🔴 ମାଫିଆଙ୍କ ଟାର୍ଗେଟରେ କଇଁଛ 🔴 ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ସ୍ଥିତି 🔴 ପିୟୁସିସି ଜରିମାନା ହ୍ରାସ କଲେ ରାଜ୍ୟ ସରକାର 🔴 ପୁଣି ମୁହାଁମୁହିଁ ଇରାନ୍-ଆମେରିକା 🔴 ୩ଟି ଜିଲ୍ଲାରେ ଆହୁରି ବର୍ଷିବ 🔴 ଲୋକଭବନକୁ IGBC ପ୍ଲାଟିନମ୍ ଗ୍ରୀନ୍ କ୍ୟାମ୍ପସ୍ ସାର୍ଟିଫିକେସନ 🔴 ମାସେ ହେଲା ଠପ୍‌ ରୋଷେଇ, ଅଙ୍ଗନୱାଡି ଆସୁ ନାହାନ୍ତି ପିଲା 🔴 ବଢୁଛି ବୁଢ଼ାବଳଙ୍ଗ ନଦୀର ଜଳସ୍ତର 🔴 ଅଧା ରାଜ୍ୟରେ ବର୍ଷା!