Masthead

୭ରେ ନବୀନ-ଧର୍ମେନ୍ଦ୍ରଙ୍କ ପ୍ରଚାର

ଭୁବନେଶ୍ୱର  (ବଡ଼ ଖବର ବ୍ୟୁରୋ): ଝାରସୁଗୁଡା ଉପନିର୍ବାଚନ ପାଇଁ ଜମିଛି ପ୍ରଚାର । ତିନି ଦଳର ପ୍ରାର୍ଥୀମାନେ ପ୍ରଚାର ଜୋରଦାର କରିଛନ୍ତି । ଘରକୁ ଘର ବୁଲି କରୁଛନ୍ତି ପ୍ରଚାର । ଲୋକଙ୍କ ମନ ଜିଣିବା ପାଇଁ କହୁଛନ୍ତି କେତେ କ’ଣ । ତେବେ ଝାରସୁଗୁଡ଼ା ନିର୍ବାଚନମଣ୍ଡଳୀର ଲୋକମାନେ ଆସନ୍ତା ୭ରେ ଦେଖିବେ ହାଇଭୋଲଟେଜ ପ୍ରଚାର । ମୁଖ୍ୟମନ୍ତ୍ରୀ ବନାମ କେନ୍ଦ୍ରମନ୍ତ୍ରୀଙ୍କ ପ୍ରଚାର ।

ଦଳୀୟ ପ୍ରାର୍ଥୀ ଦୀପାଲି ଦାସଙ୍କ ପାଇଁ ଆସନ୍ତା ୭ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯାଇ ପାରନ୍ତି ଝାରସୁଗୁଡ଼ା । ସେଠାରେ ସେ ପ୍ରଚାର କରିବା ସହ ଭୋଟ ଭିକ୍ଷା କରିବେ । ସେପଟେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବି ୭ ରେ କରିବେ ଦଳୀୟ ପ୍ରାର୍ଥୀ ଟଙ୍କଧର ତ୍ରିପାଠୀଙ୍କ ପାଇଁ ପ୍ରଚାର । ନବୀନ ଓ ଧର୍ମେନ୍ଦ୍ର ନିର୍ବାଚନୀ ସଭା ସହ ରୋଡ଼ ସୋ କରିବାର କାର୍ଯ୍ୟକ୍ରମ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦେଶବ୍ୟାପୀ ଶ୍ରମିକ ସଙ୍ଗଠନର ‘ଭାରତ ବନ୍ଦ’ ଡାକରା 🔴 ନୀଳକନ୍ଦରକୁ ବିଜେ କଲେ ନୀଳମଣି, ଆଜିଠୁ ଭକ୍ତଙ୍କୁ ମିଳିବ ନୀଳାଚଳ ଅବଢ଼ା 🔴 ଜନ୍ମବେଦୀରେ ସରିଲା ଲୀଳାଖେଳା, ନୀଳକନ୍ଦରକୁ ଫେରିବେ ନୀଳମଣି 🔴 ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ମନମୋହନ ରିପିଟ୍ 🔴 ଗଞ୍ଜାମରେ ଡାଇରିଆ ଆତଙ୍କ 🔴 ଆଜି ଅଧରପଣା ନୀତି 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ଆଜି ଦେଶବ୍ୟାପୀ ଶ୍ରମିକ ସଙ୍ଗଠନର ‘ଭାରତ ବନ୍ଦ’ ଡାକରା 🔴 ନୀଳକନ୍ଦରକୁ ବିଜେ କଲେ ନୀଳମଣି, ଆଜିଠୁ ଭକ୍ତଙ୍କୁ ମିଳିବ ନୀଳାଚଳ ଅବଢ଼ା 🔴 ଜନ୍ମବେଦୀରେ ସରିଲା ଲୀଳାଖେଳା, ନୀଳକନ୍ଦରକୁ ଫେରିବେ ନୀଳମଣି 🔴 ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ମନମୋହନ ରିପିଟ୍ 🔴 ଗଞ୍ଜାମରେ ଡାଇରିଆ ଆତଙ୍କ 🔴 ଆଜି ଅଧରପଣା ନୀତି 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ!