Masthead

ଖେଳାଳିଙ୍କ ସହ ଏଭଳି ବ୍ୟବହାର ଅତ୍ୟନ୍ତ ନିନ୍ଦନୀୟ: ରାହୁଲ ଗାନ୍ଧି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀର ଜନ୍ତରମନ୍ତରରେ ଧାରଣାରେ ବସିଥିବା ମହିଳା ରେସଲରଙ୍କୁ ପୋଲିସର ଦୁର୍ବ୍ୟବହାର । ରାତିଅଧରେ ରେସଲରଙ୍କ ଉପରେ ପୋଲିସ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ବିଜେପିକୁ ଟାର୍ଗେଟ କରିଛନ୍ତି ରାହୁଲ ଗାନ୍ଧି । ରାହୁଲ କହିଛନ୍ତି ଦେଶର ଖେଳାଳିଙ୍କ ସହ ଏଭଳି ବ୍ୟବହାର ଅତ୍ୟନ୍ତ ନିନ୍ଦନୀୟ। ‘ବେଟି ବଚାଓ’ ସ୍ଲୋଗାନ ପ୍ରକୃତରେ ଏକ ପ୍ରହସନ । ବିଜେପି ଦେଶର ମହିଳାମାନଙ୍କୁ ଉପଯୁକ୍ତ ସମ୍ମାନ ଦେଉନଥିବା ରାହୁଲ ଅଭିଯୋଗ କରିଛନ୍ତି ।

ଦିଲ୍ଲୀ ଜନ୍ତରମନ୍ତରରେ କୁସ୍ତିଯୋଦ୍ଧାଙ୍କ ଧାରଣା ଚାଲିଥିବାବେଳେ କାଲି ବିଳମ୍ବିତ ରାତିରେ ହଙ୍ଗାମା ଦେଖିବାକୁ ମିଳିଥିଲା । ପୋଲିସ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗ ଆଣିଛନ୍ତି ଭିନେଶ ଫୋଗଟ୍ । ଘଟଣାରେ କିଛି କୁସ୍ତିଯୋଦ୍ଧା ଆହତ ହୋଇଥିବା ମଧ୍ୟ ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା