Masthead

ବିଜେପି ଗୁଣ୍ଡାଗର୍ଦ୍ଦି କରିଛି: ଗୌତମ ବୁଦ୍ଧ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଝାରସୁଗୁଡ଼ାରେ ନିର୍ବାଚନୀ ପ୍ରଚାର ବେଳେ ହୋଇଥିବା ହିଂସାକୁ ନେଇ ସିଇଓଙ୍କ ପାଖରେ ଫେରାଦି ହୋଇଛି ବିଜେଡି । ବିଜେପି ଗୁଣ୍ଡାଗର୍ଦ୍ଦି କରିଥିବା ବିଜେଡି ଅଭିଯୋଗ କରିଛି । ବିଜେଡି ମୁଖପାତ୍ର ଗୌତମ ବୁଦ୍ଧ ଦାସ କହିଛନ୍ତି, ଲାଇକେରା ଅଞ୍ଚଳରେ ବିଧାୟିକା କୁଶୁମ ଟେଟେ ଓ ଟଙ୍କଧର ତ୍ରିପାଠୀ ପ୍ରଚାର କରୁଥିଲେ। ସେଠାରେ ବିଜେଡି କର୍ମୀମାନେ ଘରକୁ ଘର ବୁଲି ପ୍ରଚାର କରୁଥିଲେ। ଏହି ସମୟରେ ବିଜେପି ବିଜେଡି କର୍ମୀଙ୍କୁ ଗାଳି ଗୁଲଜ ସହ ଜାତିଆଣ ଆକ୍ଷେପ କରିଥିଲେ। ଏବଂ ବିଜେପି କର୍ମୀମାନେ ବିଜେଡି କର୍ମୀଙ୍କୁ ଠେଙ୍ଗାରେ ଆକ୍ରମଣ କରିଥିଲେ । ଗୌତମ ବୁଦ୍ଧ କହିଛନ୍ତି, କେବଳ ଏଠି ନୁହେଁ ପଦ୍ମପୁରରେ ମଧ୍ୟ କୁସୁମ ଟେଟେ ମଧ୍ୟ ଏମିତି ଆଚରଣ କରିଥିଲେ। ବିଜେପି ନେତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ସହ ଶାନ୍ତିଶୃଙ୍ଖଳାରେ ନିର୍ବାଚନ କରିବା ପାଇଁ ଦାବି କରିଛି ବିଜେଡି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ