Masthead

ବାତ୍ୟାସ୍ଥଳୀ ପ୍ରସ୍ତୁତ କରିବାକୁ ପାଇଁ ନିର୍ଦ୍ଦେଶ

ବାଲେଶ୍ୱର  (ବଡ଼ ଖବର ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ପାଇଁ ପ୍ରସ୍ତୁତି ବୈଠକ । ରାଜ୍ୟ ସରକାରଙ୍କ ପକ୍ଷରୁ ସମ୍ଭାବ୍ୟ ବାତ୍ୟାର ଆଗୁଆ ପ୍ରସ୍ତୁତି ଓ ୧୮ଟି ଜିଲ୍ଲାପାଳଙ୍କୁ ରାଜ୍ୟ ସରକାର ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ପରେ ଆଜି ବାଲେଶ୍ବର ଜିଲ୍ଲାପାଳଙ୍କ ପକ୍ଷରୁ ସମ୍ଭାବ୍ୟ ବାତ୍ୟା ପାଇଁ ପ୍ରସ୍ତୁତି ବୈଠକ । ବୈଠକରେ ବିଦ୍ୟୁତ ବିଭାଗ, ଅଗ୍ନିଶମ ବିଭାଗ, ଜଳ ବିଭାଗ ସମେତ ଜିଲ୍ଲାର ସମସ୍ତ ପଦାଧିକାରୀମାନେ ଆଗୁଆ ପ୍ରସ୍ତୁତ ଲାଗି ନିର୍ଦ୍ଦେଶ ଦେଇଛନ୍ତି ବାଲେଶ୍ୱର ଜିଲ୍ଲାପାଳ ଦତ୍ତତ୍ରୟ ଭାଉସାହେବ ସିନ୍ଧେ ।

ଜିଲ୍ଲାର ସମସ୍ତ ବିଭାଗର ଅଫିସରମାନଙ୍କୁ ପ୍ରସ୍ତୁତି ପାଇଁ ନିର୍ଦ୍ଦେଶ ଦେବା ସହ ବିଶେଷକରି ଜିଲ୍ଲାରେ ଥିବା ସମସ୍ତ ବାତ୍ୟାସ୍ଥଳି ଗୁଡ଼ିକ ପ୍ରସ୍ତୁତ କରିବା ପାଇଁ ନିର୍ଦେଶ ଦେଇଛନ୍ତି । ପିଇବା ପାଣି , ପଲିଥିନ ଓ ଶୁଖିଲା ଖାଦ୍ୟ ବ୍ଲକ ଓ ତହସିଲରେ ଏବେ ଠାରୁ ପ୍ରସ୍ତୁତ ରଖିବା ପାଇଁ ସମସ୍ତ ବିଡ଼ିଓ ଏବଂ ତହସିଲଦାରଙ୍କୁ ସୂଚନା ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼