Masthead

ବାତ୍ୟାକୁ ନେଇ ବଢିଲା ଆଶଙ୍କା!

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ବାତ୍ୟାକୁ ନେଇ ବଢିଲା ଆଶଙ୍କା । ୭ ରେ ଲଘୁଚାପ, ୮ ରେ ନେଇପାରେ ଅବପାତର ରୂପ । ୯ରେ ବାତ୍ୟାର ରୂପ ନେବା ଆଶଙ୍କା ରହିଛି । ମିଆଁମାର ଓ ବାଂଲାଦେଶ ଉପକୂଳ ଅତିକ୍ରମ କରିବା ନେଇ ବିଭିନ୍ନ ମଡେଲ ଆକଳନ କରିଛନ୍ତି ଅବପାତର ରୂପ ନେବା ପରେ ଏହା କ୍ରମଶଃ ଉତ୍ତର ଦିଗକୁ ଗତି କରିବ । ସେପଟେ ସାମୁଦ୍ରିକ ଝଡ଼ ନେଇ ବଙ୍ଗୋପସାଗରରେ ଅନୁକୂଳ ରହିଛି ସ୍ଥିତି । ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଉଥିବା ଘୂର୍ଣ୍ଣିବଳୟ ବାତ୍ୟାର ରୂପ ନେଇପାରେ ବୋଲି ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ