Masthead

ଶିମିଳିପାଳ ବୁଲିବେ ମହାମହିମ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଭଞ୍ଜମାଟିରେ ମୟୂରଭଞ୍ଜ ଝିଅ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ୩ ଦିନିଆ ଓଡ଼ିଶା ଗସ୍ତର ଆଜି ଦ୍ୱିତୀୟ ଦିନ । ସକାଳ ୮ ଟା ୪୦ ମିନିଟ ସମୟରେ ଦାଣ୍ଡବୋଶରେ ପହଞ୍ଚିବେ ରାଷ୍ଟ୍ରପତି । ସେଠାରେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଜୟନ୍ତୀ ଅବସରରେ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ ।

ସେଠାରୁ ୯ଟା ୧୫ରେ ହେଲିପ୍ୟାଡ୍ ଯୋଗେ ଯଶିପୁର ଯିବେ । ଦିନ ୧୦ଟାରେ ଶିମିଳିପାଳ ଅଭୟାରଣ୍ୟ ପରିଦର୍ଶନ କରିବେ । ଅପରାହ୍ନରେ ବାରିପଦା ଗେଷ୍ଟ ହାଉସରେ ବିଭିନ୍ନ ବର୍ଗର ଲୋକଙ୍କୁ ଭେଟିବେ । ରାତ୍ରିଭୋଜନ ପରେ ସେଠାରେ ବିଶ୍ରାମ ନେବେ ମହାମହିମ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା