Masthead

ବୃଦ୍ଧଙ୍କୁ ଦଳିଦେଲା ହାତୀ

ଢେଙ୍କାନାଳ (ବଡ଼ ଖବର ବ୍ୟୁରୋ):  ଢେଙ୍କାନାଳ ବନଖଣ୍ଡ ହିନ୍ଦୋଳ ରେଞ୍ଜ ବାଲିକିଆରୀ ଗ୍ରାମରେ ବୃଦ୍ଧଙ୍କୁ ଦଳି ଦେଲା ହାତୀ । ମୃତକ ହେଲେ ଲକ୍ଷ୍ମୀଧର ପାତ୍ର । ଶୌଚ ପାଇଁ ଯାଇଥିବାବେଳେ ହାତୀ ଆକ୍ରମଣ କରିଥିଲା । ଘଟଣାସ୍ଥଳରେ ବନବିଭାଗ ଟିମ ପହଞ୍ଚି ତଦନ୍ତ ଚଳାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ