Masthead

ଗଛକୁ ପିଟିଲା ପାଟ୍ରୋଲିଙ୍ଗ ଗାଡ଼ି

ସୋନପୁର  (ବଡ଼ ଖବର ବ୍ୟୁରୋ): ସୁବର୍ଣ୍ଣପୁର ଜିଲ୍ଲା ସୁବଳୟା ଥାନାର ପାଟ୍ରୋଲିଙ୍ଗ ଗାଡ଼ି ଦୁର୍ଘଟଣା ଗ୍ରସ୍ତ । ପେଟ୍ରୋଲିଙ୍ଗ ସାରି ଫେରୁଥିବା ବେଳେ ରାସ୍ତା କଡରେ ଥିବା ଏକ ବରଗଛକୁ ଧକ୍କାଦେଇ ଦୁର୍ଘଟଣା ହୋଇଥିବା ସୂଚନା ମିଳିଛି। ପାଞ୍ଚ ପୋଲିସ୍ କର୍ମଚାରୀ ଗୁରୁତର ଆହତ ହୋଇଛନ୍ତି । ସମସ୍ତଙ୍କୁ ବୌଦ୍ଧ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।

ସୂଚନା ଅନୁସାରେ ସୁବଳୟା ପୋଲିସ ଭୋର ସମୟରେ ପେଟ୍ରୋଲିଙ୍ଗ ସାରି ଥାନାକୁ ଫେରୁଥିବା ବେଳେ ସୁବଳୟା-ରେଢ଼ାଖୋଲ ରାସ୍ତା ବାଉରୀଯୋର୍ ପୋଲ ପାଖରେ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା । ଗଛକୁ ଧକ୍କାଦେଇ ଗାଡି ରାସ୍ତା ତଳକୁ ଓଲଟି ପଡିଥିଲା । ଫଳରେ ସୁବଳୟା ଥାନା ସବ୍ ଇନ୍ସପେକ୍ଟରଙ୍କ , ଏଏସଆଇ ଏସଙ୍କ ସମେତ ପାଞ୍ଚ ପୋଲିସ୍ କର୍ମଚାରୀ ଥିବା ଜଣାପଡ଼ିଛି । ଉଭୟଙ୍କ ଅବସ୍ଥା ଗୁରୁତର ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼