Masthead

ଆତଙ୍କବାଦୀ ବିସ୍ଫୋରଣ, ଦୁଇ ଯବାନ ସହିଦ

ଜାମ୍ମୁ-କାଶ୍ମୀର  (ବଡ଼ ଖବର ବ୍ୟୁରୋ): ଜାମ୍ମୁ-କାଶ୍ମୀର ରାଜୋରୀରେ ଆତଙ୍କବାଦୀଙ୍କ ଭୟଙ୍କର ବିସ୍ଫୋରଣ । ବିସ୍ଫୋରଣରେ ଦୁଇ ଯବାନ ସହିଦ ହୋଇଥିବାବେଳ ୪ ଗୁରୁତର ହୋଇଛନ୍ତି । ଗୁରୁତର ଯବାନମାନଙ୍କୁ ଉଦ୍ଧମପୁର କମାଣ୍ଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳକୁ ଭାରତୀୟ ସେନାର ଏକ ସ୍ୱତନ୍ତ୍ର ଟିମ ପଠା ଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ