Masthead

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦୁଇ ଦିନିଆ ଓଡ଼ିଶା ଗସ୍ତରେ ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ଡି ୱାଇ ଚନ୍ଦ୍ରଚୂଡ଼। ଆସନ୍ତାକାଲି କଟକ ଜୁଡିସିଆଲ ଏକାଡେମୀ ରେ ହେବାକୁ ଥିବା ନ୍ୟାସନାଲ କନ୍ଫରେନସ ଅନ ଡିଜିଟାଇଜେସନ ପେପର ଲେସ କୋର୍ଟ ସମ୍ମିଳନୀରେ ଯୋଗ ଦେବେ ପ୍ରଧାନ ବିଚାରପତି। ଏହି ସମ୍ମିଳନୀରେ ଦେଶର ବିଭିନ୍ନ ହାଇକୋର୍ଟର ବିଚାରପତି ମାନେ ଯୋଗ ଦେବାର କାର୍ୟ୍ୟକ୍ରମ ରହିଛି।  ଭୁବନେଶ୍ୱର ବିମାନ ବନ୍ଦରରେ ପହଂଚିବା ପରେ ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ ଜଷ୍ଟିସ ଡି ୱାଇ ଚନ୍ଦ୍ରଚୂଡ଼।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି