Masthead

୬ଫୁଟର ଲକ୍ଷ୍ମୀନୃସିଂହ ମୂର୍ତ୍ତି ଚୋରି କଲେ ଦୁବୃର୍ତ୍ତ

ପୁରୀ (ବଡ଼ ଖବର ବ୍ୟୁରୋ): ପୁରୀରେ ମାତିଲେଣି ମୂର୍ତ୍ତି ଚୋର। ପ୍ରଭୁ ନୃସିଂହଙ୍କ ଜନ୍ମଦିନରେ ସାଇକେଲରେ ଆସି ମନ୍ଦିର ଭିତରେ ପଶି ଲକ୍ଷ୍ମୀନୃସିଂହଙ୍କ ମୂର୍ତ୍ତି ଚୋରି କରି ନେଲା ଜଣେ ଦୁର୍ବୃତ୍ତ। ପୁରୀ ଟାଉନ ଥାନା ଅଞ୍ଚଳର ଶନି ମନ୍ଦିର ଛକରେ ଥିବା ୬ଫୁଟର ଲକ୍ଷ୍ମୀନୃସିଂହ ମନ୍ଦିରରୁ ମୂର୍ତ୍ତି ହୋଇଛି ଚୋରି। ଏନେଇ ମନ୍ଦିର କମିଟି ପକ୍ଷରୁ ଥାନାରେ ଲିଖିତ ଅଭିଯୋଗ ହୋଇଛି। ମୂର୍ତ୍ତି ଚୋରି ସମୟର ଭିଡ଼ିଓ ସିସିଟିଭିରେ କଏଦ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ