Masthead

ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସମାଧିସ୍ଥଳରେ ଶ୍ରଦ୍ଧାସୁମନ ଅର୍ପଣ କଲେ ରାଷ୍ଟ୍ରପତି

ବାରିପଦା(ବଡ଼ ଖବର ବ୍ୟୁରୋ): ଗୁରୁ ଗମକେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସମାଧି ପୀଠରେ ଶ୍ରଦ୍ଧା ସୁମନ ଅର୍ପଣ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଅଲଚିକି ଲିପିର ଉଦ୍‌ଭାବକ ଗୁରୁ ଗମକେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଦାଣ୍ଡବୋସସ୍ଥିତ ସମାଧି ପୀଠରେ ରାଷ୍ଟ୍ରପତି ଆଦିବାସୀ ଭାଷାରେ ପ୍ରାର୍ଥନା ମଧ୍ୟ କରିଥିଲେ। ଅନ୍ୟପଟେ ଗମକେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସମାଧି ପୀଠର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୦ କୋଟି ଟଙ୍କା ମଂଜୁର କରିଛନ୍ତି । ସାନ୍ତାଳି ଜାତି ପ୍ରତି ପଣ୍ଡିତ ମୁର୍ମୁଙ୍କ ଅବଦାନକୁ ସମ୍ମାନ ଜଣାଇ ରାଜ୍ୟ ସରକାର ତାଙ୍କ ଜୟନ୍ତୀ ବୁଦ୍ଧ ପୂର୍ଣ୍ଣିମାକୁ ମଧ୍ୟ ସରକାରୀ ଛୁଟି ଭାବରେ ଘୋଷଣା କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ