Masthead

ଟ୍ରକକୁ ଧକ୍କା ଦେଲା କାର

ଖୋର୍ଦ୍ଧା (ବଡ଼ ଖବର ବ୍ୟୁରୋ): ଖୋର୍ଦ୍ଧା ୧୬ ନମ୍ବର ଜାତୀୟ ରାଜପଥ ଦଧିମାଛଗାଡ଼ିଆ ଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଟ୍ରକକୁ ଧକ୍କା ଦେଲା କାର । ସ୍ଥାନୀୟ ଲୋକେ କାର ଡ୍ରାଇଭରଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ଖୋର୍ଦ୍ଧା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରିଥିଲେ । ଅଧା ବାଟରେ ସମ୍ପୃକ୍ତ ଯୁବକଙ୍କ ମୃତୁ୍ୟ ହୋଇଥିଲା । ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମୃତକ ହେଲେ ଖୋର୍ଦ୍ଧା ଅଞ୍ଚଳର ଜଣେ ଜଣାଶୁଣା ବ୍ୟବସାୟୀ ମଦନରାମ ଅଗ୍ରୱାଲଙ୍କ ପୁଅ ଲୋକେଶ ଅଗ୍ରୱାଲ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼