Masthead

ବିଧିବଦ୍ଧ ଭାବେ ବ୍ରିଟେନକୁ ମିଳିବ ନୂଆରାଜା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ହେବ କିଙ୍ଗ ଚାର୍ଲ୍ସଙ୍କର ରାଜ୍ୟାଭିଷେକ । ବିଧିବଦ୍ଧ ଭାବେ ବ୍ରିଟେନକୁ ମିଳିବ ନୂଆରାଜା । ୨୦୨୨ ସେଫ୍ଟେମ୍ବରରେ କୁଇନ ଏଲିଜାବେଥ ଦ୍ୱିତୀୟଙ୍କର ଦେହାନ୍ତ ପରେ କିଙ୍ଗ ଚାର୍ଲସ ଏହି ପଦ ସମ୍ଭାଳିଥିଲେ । ଆଜି ୱେଷ୍ଟମିନଷ୍ଟର ଆବେରେ ବିଧିବଦ୍ଧ ଭାବେ ବ୍ରିଟେନ ସିଂହାସନ ଆରୋହଣ କରିବେ ଚାର୍ଲସ ଫିଲିପ୍ ଆର୍ଥର ଜର୍ଜ ବା କିଙ୍ଗ୍ ଚାର୍ଲସ ତୃତୀୟ । ସେ ବ୍ରିଟେନ ସହିତ ଅନ୍ୟ ୧୪ଟି ଦେଶର ୪୦ତମ ରାଜା ହେବେ । ଭାରତୀୟ ସମୟ ଅପରାହ୍ନ ୩ଟା ବେଳେ ବଙ୍କିଙ୍ଗହାମ ପ୍ୟାଲେସରୁ ଶୋଭାଯାତ୍ରାରେ ବାହାରିବେ କିଙ୍ଗ୍ ଚାର୍ଲସ ଓ ରାଣୀ କାମିଲା । ଡାଇମଣ୍ଡ ଜୁବଲି ଷ୍ଟେଟ୍ କୋଚରେ ବସି ସେମାନେ ୱେଷ୍ଟମିନଷ୍ଟର ଆବେକୁ ଯିବେ । ସାଢ଼େ ୩ଟା ବେଳକୁ ରାଜପରିବାର ସଦସ୍ୟ ଏବଂ ଅତିଥିଙ୍କ ଉପସ୍ଥିତିରେ ରାଜ୍ୟାଭିଷେକ କରିବେ ଆର୍କ ବିଶପ୍ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା