Masthead

ବିଲାୱଲ ଭୁଟ୍ଟୋ ଆତଙ୍କବାଦର ମୁଖପାତ୍ର: ଏସ ଜୟଶଙ୍କର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ପାକିସ୍ତାନ ବହିର୍ବ୍ୟାପାର ମନ୍ତ୍ରୀ ବିଲାୱଲ ଭୁଟ୍ଟୋ ଆତଙ୍କବାଦର ମୁଖପାତ୍ର ବୋଲି ଶୁକ୍ରବାର ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର କହିଛନ୍ତି। ଆତଙ୍କ ଭିଆଉଥିବା ଅପରାଧୀ ଓ ପୀଡ଼ିତ କେବେ ହେଲେ ଆତଙ୍କବାଦ ରୋକିବା ନେଇ କରାଯାଉଥିବା ଆଲୋଚନାରେ ଏକାଠି ବସି ଭାଗ ନେଇପାରିବେ ନାହିଁ। ଏସସିଓ ସମ୍ମିଳନୀରେ ମୁହାଁମୁହିଁ ହୋଇଛନ୍ତି ଭାରତ ଓ ପାକିସ୍ତାନ । ଭାରତ ଆତଙ୍କବାଦ ପ୍ରସଙ୍ଗ ଉଠାଇ ପରୋକ୍ଷରେ ପାକିସ୍ତାନ ଉପରେ ପ୍ରବଳ ବର୍ଷିଛନ୍ତି ଭାରତୀୟ ବୈଦେଶିକମନ୍ତ୍ରୀ ଏସ ଜୟଶଙ୍କର । ଆତଙ୍କବାଦ ବିରୋଧରେ ଲଢେଇ ପାଇଁ ଏସସିଓ ରାଷ୍ଟ୍ରଙ୍କୁ ଅପିଲ କରିଛି ଭାରତ ।

ଭାରତ ଗସ୍ତରେ ଆସିଥିବା ପାକିସ୍ତାନର ବିଦେଶ ମନ୍ତ୍ରୀ ବିଲାୱଲ ଭୁଟ୍ଟୋଙ୍କୁ ଆତଙ୍କବାଦର ମୁଖପାତ୍ର ବୋଲି କହିଛନ୍ତି । ଆତଙ୍କବାଦକୁ ପାକିସ୍ତାନ ପ୍ରୋତ୍ସାହନ ଦେଉଥିବା କହିବା ସହ ସୀମାପାର ଆତଙ୍କବାଦ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଛନ୍ତି ଜୟଶଙ୍କର । ବିଦେଶ ମନ୍ତ୍ରୀ ଏସ୍ ଜୟଶଙ୍କର ଏସସିଓ ବୈଠକ ସମୟରେ ପାକିସ୍ତାନର ବିଦେଶ ମନ୍ତ୍ରୀ ବିଲୱାଲ ଭୁଟ୍ଟୋ ଜରଦାରୀଙ୍କ ଉପସ୍ଥିତିରେ ପାକିସ୍ତାନକୁ ଭର୍ତ୍ସନା କରିଛନ୍ତି । ସେ କହିଛନ୍ତି ଯେ, ପାକିସ୍ତାନର ବିଶ୍ୱସନୀୟତା ଲଗାତାର ହ୍ରାସ ପାଉଛି । ସେପଟେ ବିଲାୱଲ ଭୁଟୋ କହିଛନ୍ତି କୁଟନୈତିକ ସ୍ୱାର୍ଥ ସାଧନ ପାଇଁ ଆତଙ୍କବାଦକୁ ଅସ୍ତ୍ର କରିବା ଉଚିତ୍ ନୁହେଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି