Masthead

ଆଜି ସୃଷ୍ଟି ହେବ ଘୂର୍ଣ୍ଣିବଳୟ, କାଲି ନେଇପାରେ ଲଘୁଚାପର ରୂପ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଜାରି ରହିଛି କାଳବୈଶାଖୀ । ଆଜି ଦକ୍ଷିଣ-ପୂର୍ବ ବଙ୍ଗୋପସାଗରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ । କାଲି ନେଇପାରେ ଲଘୁଚାପର ରୂପ । ୮ରେ ଅବପାତର ରୂପ ନେବ । ୯ରେ ବାତ୍ୟା ରୂପ ନେବ ବୋଲି ଆଶଙ୍କା କରାଯାଉଛି । ଯାହାକୁ ନେଇ ପାଣିପାଗ ବିଭାଗ ଆକଳନ କରିଛି । ତେବେ ସମ୍ଭାବ୍ୟ ବାତ୍ୟାର ପ୍ରଭାବ ଓଡ଼ିଶା ଉପରେ ପଡିବ କି ନାହିଁ ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇ ନାହିଁ । ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ଏହାର ତୀବ୍ରତା, ଗତିପଥ ସଂପର୍କରେ ଜଣାପଡିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୧୧ଏ’ ସିଟ, ବଂଚିଯାଉଛି ଜୀବନ 🔴 ଆଇଇଡି ବିସ୍ଫୋରଣ, ଯବାନ ଗୁରୁତର 🔴 ଆଜି ପହିଲି ରଜ 🔴 ଝାଡାବାନ୍ତିରେ ଆଉଟ ପାଉଟ ଯାଜପୁର, ଛୁଟି ବାତିଲ 🔴 ଅଳ୍ପକେ ବର୍ତ୍ତିଲା ୧୫୬ ଜଣଙ୍କ ଜୀବନ 🔴 ଜୀବନର ମୂଲ୍ୟ ପାଣି ଫୋଟକା ନା? 🔴 କାଳ ସାଜିଲା ଜୁନ ୧୨ 🔴 ଲକି ନମ୍ବର ହୋଇଗଲା ଅନଲକି 🔴 ଜଳିଗଲା ବିମାନ..ଚାଲିଗଲା ଜୀବନ, ଅଧାରେ ରହିଗଲା ଲଣ୍ଡନରେ ଯିବା ସ୍ବପ୍ନ 🔴 ଅହମ୍ମଦାବାଦରେ ବିମାନ ଦୁର୍ଘଟଣା, ୧୧୦ ଯାତ୍ରୀଙ୍କ ମୃତ୍ୟୁ ! 🔴 ‘୧୧ଏ’ ସିଟ, ବଂଚିଯାଉଛି ଜୀବନ 🔴 ଆଇଇଡି ବିସ୍ଫୋରଣ, ଯବାନ ଗୁରୁତର 🔴 ଆଜି ପହିଲି ରଜ 🔴 ଝାଡାବାନ୍ତିରେ ଆଉଟ ପାଉଟ ଯାଜପୁର, ଛୁଟି ବାତିଲ 🔴 ଅଳ୍ପକେ ବର୍ତ୍ତିଲା ୧୫୬ ଜଣଙ୍କ ଜୀବନ 🔴 ଜୀବନର ମୂଲ୍ୟ ପାଣି ଫୋଟକା ନା? 🔴 କାଳ ସାଜିଲା ଜୁନ ୧୨ 🔴 ଲକି ନମ୍ବର ହୋଇଗଲା ଅନଲକି 🔴 ଜଳିଗଲା ବିମାନ..ଚାଲିଗଲା ଜୀବନ, ଅଧାରେ ରହିଗଲା ଲଣ୍ଡନରେ ଯିବା ସ୍ବପ୍ନ 🔴 ଅହମ୍ମଦାବାଦରେ ବିମାନ ଦୁର୍ଘଟଣା, ୧୧୦ ଯାତ୍ରୀଙ୍କ ମୃତ୍ୟୁ !