Masthead

୯ ମିନିଟ ଅନ୍ଧାରରେ ଭାଷଣ ଦେଲେ ରାଷ୍ଟ୍ରପତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଅନ୍ଧାରରେ ଭାଷଣ ଦେଲେ ରାଷ୍ଟ୍ରପତି । ରାଷ୍ଟ୍ରପତି ଭାଷଣ ଦେବାବେଳେ ଚାଲିଗଲା ବିଦ୍ୟୁତ । ଏମଏସସିବିୟୁ ସମାବର୍ତ୍ତନ ଉତ୍ସବରେ ଅନ୍ଧାରରେ ଭାଷଣ ଦେଲେ ରାଷ୍ଟ୍ରପତି । ଭାଷଣ ଆରମ୍ଭ କରିବାର ଅଳ୍ପ ସମୟ ପରେ ବିଜୁଳି ଚାଲିଗଲା । ପୋଡ଼ିୟମରେ ଜଳୁଥିବା କ୍ଷୀଣ ଲାଇଟରେ ଭାଷଣ ଦେଲେ ରାଷ୍ଟ୍ରପତି । ଅନ୍ଧାରରେ ଭାଷଣ ଦେବାବେଳେ ଅସନ୍ତୋଷ ବ୍ୟକ୍ତକଲେ ରାଷ୍ଟ୍ରପତି ।

ସୁନ୍ଦର ଯେତିକି, ଅନ୍ଧାର ସେତିକି ପଂକ୍ତି ଉଚାରଣ କଲେ । ଆଜି ଆମେ ଅନ୍ଧାରରେ ବସିଛୁ ବୋଲି କହିଲେ ରାଷ୍ଟ୍ରପତି । ଭାଷଣ ବେଳେ ପ୍ରାୟ ୯ ମିନିଟି ଅନ୍ଧାର ହୋଇଥିବା ମାନିଲା ବିଭାଗ । ଦିନ ୧୧ ଟା୫୬ ରୁ ୧୨ ଟା ୫ ପର୍ଯ୍ୟନ୍ତ ବିଜୁଳି ନଥିବା ମାନିଲା । ବିଜୁଳି ନଥିବାରୁ ସାରା ଅଡିଟୋରିୟମ ଅନ୍ଧାର ଥିବା କହିଲା । ଏଭଳି ଅନିଚ୍ଛାକୃତ ତ୍ରୃଟି ପାଇଁ ଦୁଃଖିତ ବୋଲି କହିଲେ ଆଇ ଆଣ୍ଡ ପିଆର ବିଭାଗ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍