Masthead

ଗୁଚୁକା ଛକ ରାସ୍ତାରେ ମାଓପୋଷ୍ଟର

ତୁମୁଡ଼ିବନ୍ଧ (ବଡ଼ ଖବର ବ୍ୟୁରୋ): ତୁମୁଡିବନ୍ଧ ବ୍ଲକ ବେଲଘର ଥାନା ଅଧିନସ୍ଥ ଗୁଚୁକା ଛକ ମୁଖ୍ୟ ରାସ୍ତାରେ ଗଛ ପକାଇ ଚେତାବନୀ ପୂର୍ଣ୍ଣ ପୋଷ୍ଟର ଛାଡ଼ିଛନ୍ତି ମାଓବାଦୀ । ଭୟରେ ବେଲଘର ତୁମୁଡିବନ୍ଧ ଯାତାୟାତ ବନ୍ଦ ହୋଇଛି । ବେଲଘର ଓ ତୁମୁଡିବନ୍ଧ ସଂଯୋଗ ମୁଖ୍ୟ ରାସ୍ତାର ଉଭୟ ପାର୍ଶ୍ୱରେ ଅଟକି ରହିଛି ୧୦୮ ସମେତ ଏକାଧିକ ଯାନବାହାନ । କିଛି ଦିନର ନୀରବତା ପରେ ପୁଣିଥରେ ମାଓବାଦୀ ସକ୍ରୟ ହୋଇଛନ୍ତି ।

ଗୁମା ଅଞ୍ଚଳରେ ଗୁଚୁକା ଛକ ରାସ୍ତାରେ ଧମକପୂର୍ଣ୍ଣ ପୋଷ୍ଟର ଛାଡ଼ି ନିଜ ସ୍ଥିତି ଜାହିର କରିଛନ୍ତ ମାଓବାଦୀ । ତେବେ ଘଟଣାସ୍ଥଳରେ ବେଲଘର ପୋଲିସ ଏବଂ କେନ୍ଦ୍ରୀୟ ସୁରକ୍ଷା ବଳ ପହଞ୍ଚି ପୋଷ୍ଟର ଉଦ୍ଧାର କରି ଗଛ ରାସ୍ତାରୁ ହଟାଇ ଦେଇଥିଲେ ମଧ୍ୟ ସ୍ଥାନୀୟ ଅଞ୍ଚଳବାସୀ ଭୟଭୀତ ଥିବା ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ