Masthead

ମଣିପୁର ହିଂସା,ଗଲାଣି ୫୪ରୁ ଅଧିକ ଜୀବନ

ମଣିପୁର (ବଡ଼ ଖବର ବ୍ୟୁରୋ):  ହିଂସାରେ ଜଳୁଛି ମଣିପୁର । ସ୍ଥିତି ଅଣଆୟତ୍ତ ହେବାରେ ଲାଗିଛି । ମଣିପୁରର ଚୁଡାଚାନ୍ଦପୁର ଅଞ୍ଚଳରେ କିଛି ସମୟ ତଳେ ଗୁଳି ବାଜିବାରୁ ୪ଜଣ ଲୋକଙ୍କ ଜୀବନ ଯାଇଛି । ଏହାକୁ ମିଶାଇ ୫୪ ଜଣଙ୍କ ଜୀବନ ଯାଇଥିବା ବେଳେ ବେସରକାରୀ ଭାବେ ଏହି ସଂଖ୍ୟା ଢେର ଅଧିକ ବୋଲି ଆକଳନ କରାଯାଇଛି । ଗଣମାଧ୍ୟମର ସୂଚନା ମୁତାବକ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ଲାଗି ରହିଥିବା ଏହି ହିଂସାରେ ୫୪ ଲୋକଙ୍କ ଜୀବନ ଯାଇଥିବା ବେଳେ ଶହ ଶହ ଲୋକ ଆହତ ହୋଇଛନ୍ତି ।

ସେପଟେ ସେପଟେ ଇମ୍ଫାଲ ଘାଟିର ପ୍ରତିଟି ଛକରେ ସେନା ପକ୍ଷରୁ ବ୍ୟାରିକେଟ ଲଗାଯାଇ ଲୋକମାନଙ୍କୁ ସର୍ଚ୍ଚ କରାଯାଉଛି । ମଣିପୁରରେ ଆଦିବାସୀ ଓ ଅଣଆଦିବାସୀଙ୍କ ମଧ୍ୟରେ ଚାଲିଛି ସଙ୍ଘର୍ଷ ଯୋଗୁଁ ଜିଲ୍ଲାରେ କର୍ଫ୍ୟୁ ଲଗାଯିବ ସହିତ ମଣିପୁରରେ ଇଣ୍ଟରନେଟ ସେବା ବନ୍ଦ କରାଯାଇଛି । ଦଙ୍ଗାକରୀଙ୍କୁ ଦେଖିବାମାତ୍ରେ ଗୁଳି କରିବାକୁ ନିର୍ଦେଶ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି