Masthead

ସକ୍ରିୟ ହେଲା ଘୂର୍ଣ୍ଣିବଳୟ, ୯ରେ ଅବପାତ

ଭୁବନେଶ୍ୱର  (ବଡ଼ ଖବର ବ୍ୟୁରୋ):  ସକ୍ରିୟ ହେଲା ଘୂର୍ଣ୍ଣିବଳୟ । ଆଜି ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପରେ ୯ ତାରିଖରେ ଘନୀଭୂତ ହୋଇ ଅବପାତର ରୂପ ନେଇପାରେ । ପରେ ଏହା ଅଧିକ ଘନୀଭୂତ ହୋଇ ବାତ୍ୟା ରୂପ ନେଇପାରେ ବୋଲି ପୂର୍ବାନୁମାନ କରିଛି ଆଇଏମଡି ।

ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ବାତ୍ୟାର ଗତି ପଥ ଓ ତୀବ୍ରତା ନେଇ ସ୍ପଷ୍ଟ ଚିତ୍ର ଆସିବ ବୋଲି ଭାରତୀୟ ପାଣିପାଗ ବିଭାଗ ଆକଳନ କରିଛି । ତେବେ ବାତ୍ୟା ନେଇ ଓଡ଼ିଶାକୁ ବିପଦ ନଥିବା ସେ କହିଛନ୍ତି । ଗତିବିଧି ଏବଂ ପ୍ରଭାବର ପୂର୍ବାନୁମାନ ସହ ମୁକାବିଲା ପାଇଁ ପଦକ୍ଷେପ ସମ୍ପର୍କରେ ବିସ୍ତୃତ ଆଲୋଚନା ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା