Masthead

ଆଜି ରାଜ୍ୟରେ କେତେ ସୁସ୍ଥ ହେଲେ ଜାଣନ୍ତୁ ?

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ବେକାବୁ ହେଉଛି କରୋନା ସ୍ଥିତି । ଆଜି ଦିନକରେ ରାଜ୍ୟରେ ୨୨୭୫ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଆଜି ପୁଣି ୨୭୯୬ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଅଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥଙ୍କ ସଂଖ୍ୟା ୨ ଲକ୍ଷ ୩୨ ହଜାର ୯୮୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୮୨ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ ୧୭୯, ଯାଜପୁରରୁ ୧୪୮, ଅନୁଗୁଳରୁ ୧୩୫, ପୁରୀରୁ ୧୨୭, ନବରଙ୍ଗପୁରରୁ ୧୨୦, ବଲାଙ୍ଗିରରୁ ୧୦୭, ସମ୍ବଲପୁରରୁ ୧୦୬, କେନ୍ଦ୍ରାପଡ଼ାରୁ ୧୦୨, ବରଗଡ଼ ଏବଂ ନୂଆପଡ଼ାରୁ ୯୭ଜଣ ଲେଖାଏଁ, ମୟୁରଭଞ୍ଜରୁ ୯୬, ସୁନ୍ଦରଗଡ଼ରୁ ୭୭, କଳାହାଣ୍ଡିରୁ ୭୬, ବାଲେଶ୍ୱରରୁ ୭୫, ସୋନପୁରରୁ ୭୧, ଜଗତସିଂହପୁରରୁ ୫୨, କନ୍ଧମାଳରୁ ୫୦, କୋରାପୁଟରୁ ୪୭, ଭଦ୍ରକରୁ ୪୨, କେନ୍ଦୁଝର ଓ ମାଲକାନାଗିରିରୁ ୪୧ଜଣ ଲେଖାଏଁ, ନୟାଗଡ଼ରୁ ୩୭, ଗଞ୍ଜାମରୁ ୩୪, ଢେଙ୍କାନାଳରୁ ୩୩, ଝାରସୁଗୁଡ଼ାରୁ ୩୧, ଦେବଗଡ଼ ଓ ଗଜପତିରୁ ୧୭ଜଣ ଲେଖାଏଁ, ବୌଦ୍ଧରୁ ୫ଜଣ, ରାୟଗଡ଼ାରୁ ୪ଜଣ ଏବଂ ଷ୍ଟେଟ ପୁଲରୁ ୧୫୦ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା