Masthead

ହାତୀ ଆକ୍ରମଣରେ ମହିଳା ମୃତ

ଅନୁଗୁଳ(ବଡ଼ ଖବର ବ୍ୟୁରୋ): ପୁଣି ହାତୀ ନେଲା ଜୀବନ । ଅନୁଗୁଳ ଜିଲ୍ଲା ବନ୍ତଳା ଥାନା ତଳଗଡ଼ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ମହିଳାଙ୍କର ମୃତ୍ୟୁ ହୋଇଛି । ମୃତ ମହିଳା ବିଜୁଳି ସାହୁ । ସକାଳେ ଆମ୍ବ ତୋଳିବାକୁ ଯାଇଥିବାବେଳେ ହାତୀ ଆକ୍ରମଣର ଶିକାର ହୋଇଥିଲେ । । ଫଳରେ ଘଟଣା ସ୍ଥଳରେ ବିଜୁଳିଙ୍କର ମୃତ୍ୟୁ ହୋଇଥିଲା । ଗାଁର କିଛି ଲୋକ ଏହା ଦେଖି ତାଙ୍କ ପରିବାର ଲୋକଙ୍କୁ ଖବର ଦେଇଥିଲେ। ଘଟଣା ସ୍ଥଳରେ ବନ ବିଭାଗ ଅଧିକାରୀ ପହଂଚି ତଦନ୍ତ ଚଳାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼