Masthead

ଲେଡିଜ ହଷ୍ଟେଲରେ ଆକ୍ରମଣ ୩ ଅଟକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ନୟାପଲୀ ଲେଡିଜ ହଷ୍ଟେଲରେ ଦୁର୍ବୃତ୍ତଙ୍କ ଆକ୍ରମଣ ଘଟଣାରେ ୩ ଅଭିଯୁକ୍ତ ଅଟକ । ତିନି ଅଭିଯୁକ୍ତଙ୍କୁ ଅଟକ ରଖିଲା ନୟାପଲ୍ଲୀ ଥାନା ପୋଲିସ । ଗତ ଶୁକ୍ରବାର ବିଳମ୍ବିତ ରାତିରେ ନୟାପଲ୍ଳୀ ଲେଡିଜ ହଷ୍ଟେଲକୁ ପଟଥର ମାଡ କରିଥିଲେ ରୋଡ ରୋମିଓ । ସିସିଟିଭି ଫୁଟେଜ ଦେଖିବା ପରେ ଆକ୍ସନ ମୋଡ଼ରେ ପୋଲିସ । ଯୁବତୀଙ୍କୁ ଅଶ୍ଳୀଳ ବ୍ୟବହାର କରିବା ସହ ପଥର ମାଡ଼ ମାରିଥିଲେ ଅଭିଯୁକ୍ତ । ତେବେ ଆଜି ଅଭିଯୁକ୍ତମାନଙ୍କୁ ଚିହ୍ନଟ କରି ସେମାନଙ୍କୁ କୋର୍ଟ ଚାଲାଣ କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼