Masthead

ଅଭିଯୋଗ ପ୍ରମାଣିତ ହେଲେ ଫାଶୀରେ ଝୁଲିବି : ବ୍ରିଜଭୂଷଣ ସିଂ

ନୂଆଦିଲ୍ଳୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ଜନ୍ତରମନ୍ତରରେ ଜାରି ରହିଛି କୁସ୍ତି ଯୋଦ୍ଧାଙ୍କ ଧାରଣା । ଯୌନ ନିର୍ଯାତନା ଅଭିଯୋଗରେ ଭାରତୀୟ କୁସ୍ତି ମହାସଂଘର ମୁଖ୍ୟ ବ୍ରିଜଭୂଷଣ ସିଂଙ୍କ ବିରୋଧରେ ଖେଳାଳିମାନେ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି । ଏହାରି ଭିତରେ ଆସିଛି ବ୍ରିଜଭୂଷଣ ଶରଣ ସିଂଙ୍କ ଏକ ବଡ ବୟାନ । ଅଭିଯୋଗ ପ୍ରମାଣିତ ହେଲେ ଫାଶୀରେ ଝୁଲିବି ବୋଲି କହିଛନ୍ତି କୁସ୍ତି ମହାସଂଘର ମୁଖ୍ୟ ବ୍ରିଜଭୂଷଣ ସିଂ । ସେ କହିଛନ୍ତି ଯଦି ତାଙ୍କ ବିରୋଧରେ ଆସିଥିବା ଗୋଟିଏ ବି ଅଭିଯୋଗ ପ୍ରମାଣିତ ହୁଏ ତେବେ ସେ ଫାଶୀରେ ଝୁଲି ପଡିବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି