Masthead

ମଣିପୁରରୁ ଫେରିଲେ ପ୍ରବାସୀ ଓଡ଼ିଆ

ମଣିପୁର (ବଡ଼ ଖବର ବ୍ୟୁରୋ):ମଣିପୁରରୁ ଫେରିଲେ ପ୍ରବାସୀ ଓଡ଼ିଆ । ମଣିପୁରର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଅଧ୍ୟୟନରତ ଓଡିଆ ଛାତ୍ରଛାତ୍ରୀମାନଙ୍କୁ ବିଜୁ ପଟ୍ଟନାୟକ ଅନ୍ତର୍ଜାତିକ ବିମାନ ବନ୍ଦରରେ ଓଡିଶା ମୋ ପରିବାର ପକ୍ଷରୁ ସ୍ବାଗତ କରାଯାଇଛି । ମଣିପୁରରୁ ବିମାନ ଯୋଗେ ଭୁବନେଶ୍ୱର ଫେରିଛନ୍ତି ୧୦ ଜଣ ଛାତ୍ରଛାତ୍ରୀ । ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ନବୀନ ନିବାସ ଯାଇଥିଲେ ଛାତ୍ରଛାତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା