Masthead

କେନ୍ଦ୍ରମନ୍ତ୍ରୀ ଉଲ୍ଲଂଘନ କରୁଛନ୍ତି ଆଚରଣ ବିଧି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେପି ବିରୋଧରେ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ । ସିଇଓଙ୍କୁ ଫେରାଦ ହେଲା ବିଜେଡି । କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ରିଟୁଇଟ ପ୍ରସଙ୍ଗ ଉଠାଇ ବିଜେଡି କହିଛି କେନ୍ଦ୍ର ମନ୍ତ୍ରୀଙ୍କ ପ୍ରଚାର ପାଇଁ ପ୍ରସ୍ତୁତ ହୋଇଥିବା ପୋଷ୍ଟରରେ ଜି-୨୦ ଲୋଗୋ ଏବଂ ଆଜାଦି କା ଅମୃତ ମହୋତ୍ସବର ବି ଲୋଗୋ ରହିଛି । ଯାହା ନିର୍ବାଚନ ଆଚରଣ ବିଧି ଉଲଂଘନ ବୋଲି ଅଭିଯୋଗ କରିଛି ଦଳ । ସେପଟେ ରାଷ୍ଟ୍ରପତିଙ୍କ କାର୍ୟ୍ୟକ୍ରମରେ ଲାଇନ କଟିଯିବା ନେଇ ପ୍ରଶ୍ନ କରିବାରୁ ବିଜେଡି ମୁଖପାତ୍ର କହିଲେ ଏଇଟା ଉପଯୁକ୍ତ ସ୍ଥାନ ନୁହେଁ । ଦଳ ଏ ନେଇ ପରେ ସ୍ପଷ୍ଟୀକରଣ ରଖିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା