Masthead

ଆସିଲାନି ଆମ୍ବୁଲାନ୍ସ, ଚାଲିଗଲା ଜୀବନ

ଲକ୍ଷ୍ମୀପୁର (ବଡ଼ ଖବର ବ୍ୟୁରୋ):  ଗାଁକୁ ଆସିଲାନି ଆମ୍ବୁଲାନ୍ସ । ଚାଲିଗଲା ରୋଗୀର ଜୀବନ । ଏଭଳି ଅଭାବନୀୟ ଘଟଣା ଘଟିଛି କୋରାପୁଟ ଜିଲ୍ଲା ଆନ୍ଧ୍ର ସୀମାନ୍ତବର୍ତ୍ତୀ ବନ୍ଧୁଗାଁ ବ୍ଲକରେ । ମୃତକ ହେଲେ ଅଜୟ ହୁଲ୍ଲାକା । ଅଜୟଙ୍କ କିଛି ଦିନ ହେବ ଜ୍ୱରରେ ପଡ଼ିଥିଲେ ।

ଅବସ୍ଥା ଗୁରୁତର ହେବାରୁ ୧୦୮କୁ କଲ କରିଥିଲେ । କିନ୍ତୁ ଆମ୍ବୁଲାନ୍ସ ପହଞ୍ଚି ନପାରିବାରୁ ଶେଷରେ ଅଜୟ ଶେଷ ନିଶ୍ୱାସ ନେଇଥିଲେ । ଚିତ୍ରବନ୍ଧୁ ଗାଁ ବ୍ଲକରେ ବାରମ୍ବାର ଏଭଳି ଘଟଣା ଘଟୁଥିବାରୁ ସ୍ୱାସ୍ଥ୍ୟସେବା ଉପରେ ପ୍ରଶ୍ନ ଉଠିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା