Masthead

ଚାଲିଛି ଜୁଆ ଖେଳ, ଦେଖୁଛି ପୋଲିସ

ବାଲିଆପାଳ (ବଡ଼ ଖବର ବ୍ୟୁରୋ): ଚାଲିଛି ଜୁଆଖେଳ । ଜୁଆକୁ ସୁରକ୍ଷା ଦେଉଛି ପୋଲିସ।  ଚନ୍ଦନ ପୂର୍ଣ୍ଣିମା ଉପଲକ୍ଷେ ଆଜିକୁ ପାଞ୍ଚ ଦିନ ଧରି ମେଳା ଭିତରେ ଚାଲିଛି ଜୁଆ ଖେଳ । ଏଭଳି ଦୃଶ୍ୟ ଦେଖବାକୁ ମିଳିଛି ବାଲିଆପାଳ ଥାନା ଅସ୍ତି ଗ୍ରାମପଞ୍ଚାୟତ ସୁବର୍ଣ୍ଣରେଖା ନଦୀ ଠାରେ । ବାଲିଆପାଳ ପୋଲିସର ଜାଣତରେ ଏହି ବେଆଇନ ଜୁଆ ଖେଳ ହେଉଥିବା ଅଭିଯୋଗ ହେଉଛି। ସେପଟେ  ଜୁଆ ଖେଳ ଚାଲିବା ପାଇଁ ପୋଲିସ ମୋଟା ଅଙ୍କର ଅର୍ଥ ନେଇଛି ବୋଲି ଲୋକମାନେ ଅଭିଯୋଗ କରୁଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା