Masthead

ଦୀପାଲି ଏ ମାଟିର ଝିଅ, ସେବା କରିବା ପାଇଁ ସୁଯୋଗ ଦିଅନ୍ତୁ

ଝାରସୁଗୁଡ଼ା (ବଡ଼ ଖବର ବ୍ୟୁରୋ):  ଝାରସୁଗୁଡା ସବୁବେଳେ ବିକାଶ ସାଥିରେ ରହିଛି । ବିଜୁ ଜନତା ଦଳ ମା ମାନଙ୍କ କଲ୍ୟାଣରେ ବିଶ୍ବାସ କରେ । ଶିଳ୍ପ କ୍ଷେତ୍ରରେ ଝାରସୁଗୁଡାର ସ୍ବତନ୍ତ୍ର ପରିଚୟ ରହିଛି । ଆପଣମାନଙ୍କ ସହଯୋଗ ଜାରି ରହିଲେ, ଝାରସୁଗୁଡା ଦେଶର ଏକ ନମ୍ବର ଶିଳ୍ପ ସମୃଦ୍ଧ ଜିଲ୍ଲା ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ନିର୍ବାଚନରେ ହାର ଜିତ୍‌ ରହିଛି । ତେଣୁ ନିର୍ବାଚନ ପ୍ରଚାର ସମୟରେ ଆମେ ସମସ୍ତେ ସଂଜମତା ରକ୍ଷା କରିବା ଜରୁରୀ । କାହାକୁ ଗାଳି ଦେବା, ଅସମ୍ମାନ କରିବା ଉଚିତ ନୁହେଁ । ପଦ୍ମପୁର ଉପ ନିର୍ବାଚନରେ ବିରୋଧୀ ଦଳ ବାପାଙ୍କୁ ହରାଇ ଥିବା ଗୋଟିଏ ଝିଅ ପ୍ରତି ଯେଭଳି ବ୍ୟବହାର କଲେ, ତାହା ସମସ୍ତେ ଜାଣନ୍ତି । ଦୁଃଖର କଥା, ଏଠାରେ ମଧ୍ୟ ସେମାନେ ଦୀପାଲିଙ୍କ ପ୍ରତି ସେହିଭଳି ବ୍ୟବହାର କରୁଛନ୍ତି । ଗାଳି ଦେଉଛନ୍ତି । ଦୀପାଲି ଝାରସୁଗୁଡ଼ା ମାଟିର ଝିଅ । ଏ ମାଟିର ସେବା କରିବା ପାଇଁ ସୁଯୋଗ ଦେବାକୁ ଝାରସୁଗୁଡ଼ାସାୀଙ୍କୁ ମୁଖ୍ୟମନ୍ତ୍ରୀ ନିବେଦନ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ