Masthead

ପୋଲିସ-ମାଓବାଦୀ ଗୁଳି ବିନିମୟ, ୨ ମାଓବାଦୀ ନିହତ

ମାଲକାନଗିରି(ବଡ଼ ଖବର ବ୍ୟୁରୋ): ତେଲେଙ୍ଗାନା-ଛତିଶଗଡ ସୀମାନ୍ତରେ ପୋଲିସ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ । ଏନକାଉଣ୍ଟରରେ ୨ ମାଓବାଦୀ ନିହତ । ଚେର୍ଲା ମଣ୍ଡଳର ପୁଟାପାଡୁ ଜଙ୍ଗଲ ଅଞ୍ଚଳରେ ପୋଲିସ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା । । ୨ ନକ୍ସଲ ନିହତ ହୋଇଥିବା ବେଳେ ସେମାନଙ୍କଠାରୁ ଗୋଟିଏ ଏସଆରଏଲ ବନ୍ଧୁକ ଏବଂ ଗୋଟିଏ ସିଙ୍ଗଲ ବୋର ବନ୍ଧୁକ ଘଟଣାସ୍ଥଳରୁ ଜବତ କରାଯାଇଛି । ତେଲେଙ୍ଗାନା ଗ୍ରେହାଉଣ୍ଡ ଏବଂ ସ୍ପେଶାଲ ଫୋର୍ସର କମ୍ବିଂ ଅପରେସନ ଚାଲୁଥିବା ବେଳେ ମାଓବାଦୀମାନଙ୍କ ସହ ମୁହାଁମୁହିଁ ହୋଇଥିଲେ । ମୃତ ଦୁଇ ଜଣଙ୍କ ମଧ୍ୟରୁ ଜଣେ ଏଲଓଏସ କମାଣ୍ଡର ଏରାୟା ରାଜେଶ ଏବଂ ଅନ୍ୟ ଜଣେ କମାଣ୍ଡର ନନ୍ଦା । ନକ୍ସଲଙ୍କ ମୃତଦେହକୁ ଭଦ୍ରାଚାଲମ୍ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା