Masthead

ପୂର୍ବତନ ସମିତିସଭ୍ୟଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା ଅଭିଯୋଗ

କାମାକ୍ଷାନଗରର(ବଡ଼ ଖବର ବ୍ୟୁରୋ): କାମାକ୍ଷାନଗରର ପୂର୍ବତନ ସମିତିସଭ୍ୟଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା ଅଭିଯୋଗ। ମୃତକ ହେଲେ କାମାକ୍ଷାନଗର ଥାନା ଦୀଘି ଗ୍ରାମର ପୂର୍ବତନ ସମିତିସଭ୍ୟ ସର୍ବେଶ୍ୱର ରାଉତ। ସେ ରବିବାର ରାତିରେ କାଜୁ ଜଙ୍ଗଲ ଜଗିବାକୁ ଯାଇ ଫେରୁଥିବା ବେଳେ ୬ରୁ ଉର୍ଦ୍ଧ ଦୁର୍ବୁତ୍ତ ମାରାଣାସ୍ତ୍ରରେ ଆକ୍ରମଣ କରି ହତ୍ୟା କରିଥିବା ଅଭିଯୋଗ ହେଉଛି । ପୋଲିସ ଜଣକୁ ଅଟକ ରଖି ପଚରାଉଚରା ଚଳାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ପାଠ୍ୟପୁସ୍ତକ ତ୍ରୁଟି ଉପରେ ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟ , ତଦନ୍ତ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ପାଠ୍ୟପୁସ୍ତକ ତ୍ରୁଟି ଉପରେ ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟ , ତଦନ୍ତ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ