Masthead

ପିସିସି ସଭାପତି କାହାକୁ ପଚାରନ୍ତି ନାହିଁ: ଚିରଞ୍ଜୀବ ବିଶ୍ୱାଳ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ପ୍ରଚାର ଜୋରଦାର ଚାଲିଥିବା ବେଳେ କଂଗ୍ରେସର ବରିଷ୍ଠନେତା ଚିରଞ୍ଜୀବ ବିଶ୍ୱାଳଙ୍କ ବୟାନ ଓଡ଼ିଶା କଂଗ୍ରେସର ସ୍ତିତିକୁ ପଦାରେ ପକାଇଦେଇଛି । କଂଗ୍ରେସ ନେତୃତ୍ୱକୁ ନେଇ ବର୍ଷିଲେ ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜିବ ବିଶ୍ୱାଳ । ପିସିସି ସଭାପତିଙ୍କୁ ସିଧାସଳଖ କଲେ ଟାର୍ଗେଟ । କହିଲେ ଆମ ଦଳର ରୋଗ ଅଛି । ଯିଏ ପିସିସି ସଭାପତି ହେଇଯିବ ସେ କାହାକୁ ପଚାରିବନି । କଂଗ୍ରେସରେ ନେତୃତ୍ୱ ସଙ୍କଟ ରହିଛି । ଝାରସୁଗୁଡ଼ାରେ ପ୍ରଚାର କେମିତି ଚାଲିଛି, କାହାକୁ ଡାକୁଛନ୍ତି ଜଣାପଡୁନି । ନିର୍ବାଚନ ଲଢ଼ିବା ମନୋବୃତ୍ତି ନାହିଁ ଆଉ କଂଗ୍ରେସରେ ନାହିଁ । ୯ ଜଣ ବିଧାୟକରେ ୨୦ ଜଣ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ । ୧୪୭ ଟି ନିର୍ବାଚନ ମଣ୍ଡଳୀରେ କଂଗ୍ରେସକୁ କ୍ୟାଣ୍ଡେଟ ଆଉ ମିଳିବେନି । ୯ ରୁ ୯୦ ମିଶନକୁ କଟାକ୍ଷ କରି କହିଛନ୍ତି ଆପଣ ଅଛନ୍ତି ମୁଁ ଅଛି ତାହା ହେବ କି ନାହିଁ ଦେଖିବା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି