Masthead

କାଲି ପଡ଼ିବ ଭୋଟ, ୧୩ରେ ଗଣତି

କର୍ଣ୍ଣାଟକ (ବଡ଼ ଖବର ବ୍ୟୁରୋ): ସରିଲା ପ୍ରଚାର । ନିର୍ବାଚନକୁ ଅପେକ୍ଷା । କର୍ଣ୍ଣାଟକରେ ୨୨୪ ଆସନ ଲାଗି ପ୍ରଚାର ଶେଷ ହୋଇଛି । ଭୋଟରଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୫କୋଟିରୁ ଅଧିକ ଭୋଟର । କାଲି ପଡ଼ିବ ଭୋଟ । ୧୩ରେ ହେବ ଭୋଟ ଗଣତି । କଂଗ୍ରେସ ଆଗରେ ରହିବ ବୋଲି କେତେକ ଜନମତ ସର୍ଭେରେ ପ୍ରକାଶ ପାଇଛି । ଯାହାକୁ ନେଇ ବିଜେପି ଟେନସନରେ ରହିଛି ।

ସେପଟେ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର କ୍ୟାମ୍ପେନର ପ୍ରିୟଙ୍କା ଗାନ୍ଧୀ, ରାହୁଲ ଗାନ୍ଧୀ ଓ ଦଳ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ପ୍ରଚାର କରିଥିଲେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଚାରରୁ ବିଜେପି ଲାଭ ଉଠାଇବା ନେଇ ଆଶାବାଦୀ ରହିଛି । ବେଙ୍ଗାଲୁରୁରେ କ୍ରମାଗତ ଦୁଇଦିନ ଧରି ମେଗା ରୋଡ୍‌ଶୋ’ କରିଥିଲେ ନରେନ୍ଦ୍ର ମୋଦି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି