Masthead

୬ ଦଫା ଦାବିରେ କଂଗ୍ରେସର ବନ୍ଦ ଡାକରା

ଲକ୍ଷ୍ମୀପୁର(ବଡ଼ ଖବର ବ୍ୟୁରୋ): ୧୨ ଘଣ୍ଟିଆ କୋରାପୁଟ ବନ୍ଦ । ୬ ଦଫା ଦାବି ନେଇ ବନ୍ଦ ଡାକରା ଦେଇଛି କଂଗ୍ରେସ । ଲକ୍ଷ୍ମୀପୁର ଆମ୍ବେଦକର ଛକରେ କଂଗ୍ରେସ ଦଳର ସଭାପତି କୈଳାସ ଚନ୍ଦ୍ର ଖୋସ୍ଲା ନେତୃତ୍ୱରେ ବନ୍ଦ ଡାକରା ଦିଆଯାଇଛି । ସାଂସଦ ପ୍ରତିନିଧି ପବିତ୍ର ସାଉଁତା, କଂଗ୍ରେସ ଯୁବ ନେତାଙ୍କ ଉପସ୍ଥିତରେ ବନ୍ଦ ପାଳନ କରାଯାଉଛି। ବନ୍ଦ ଡାକରାକୁ ସମର୍ତନ ଜଣାଇଛି ଲକ୍ଷ୍ମୀପୁର ବଜାର କମିଟି । ସମସ୍ତ ଦୋକାନ ବଜାର ବନ୍ଦ ରହିବା ସହ ଯାନବାହାନ ଚଳାଚଳ ସମ୍ପୂର୍ଣ୍ଣ ଠପ୍ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ