Masthead

ରାଷ୍ଟ୍ରପତିଙ୍କ ଭାଷଣବେଳେ ଲାଇନ କଟିବା ଘଟଣା, ରିପୋର୍ଟ ମାଗିଲେ ରାଜ୍ୟପାଳ

ବାରିପଦା (ବଡ଼ ଖବର ବ୍ୟୁରୋ):  ରାଷ୍ଟ୍ରପତିଙ୍କ ଭାଷଣବେଳେ ଲାଇନ କଟିବା ଘଟଣା । ରିପୋର୍ଟ ମାଗିଲେ ରାଜ୍ୟପାଳ ଗଣେଶୀ ଲାଲ । ତଦନ୍ତ ପାଇଁ ବିଶ୍ଵ ବିଦ୍ୟାଳୟ କୁଳପତିଙ୍କୁ ରାଜ୍ୟପାଳଙ୍କ ଠାରୁ ଆସିଲା ଚିଠି। ତିନି ଜଣିଆ ଟିମ ଗଠନ କରି ତନାଘନା ଆରମ୍ଭ ହୋଇଥିବା ବିଶ୍ବବିଦ୍ୟାଳୟ ପକ୍ଷରୁ ସୂଚନା ମିଳିଛି । ୭ ଦିନ ମଧ୍ୟରେ ରିପୋର୍ଟ ଦେବାକୁ ରାଜ୍ୟପାଳ ନିର୍ଦ୍ଦେଶ ଦେଇଛନ୍ତି । ୯ ମିନିଟ୍ ଅନ୍ଧାରରେ ରାଷ୍ଟ୍ରପତି ତାଙ୍କର ଅଭିଭାଷଣ ରଖିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ