Masthead

ଡଙ୍ଗାବୁଡ଼ି ଘଟଣା, ମୃତ୍ୟୁସଂଖ୍ୟା ୨୨କୁ ବୃଦ୍ଧି

କେରଳ(ବଡ଼ ଖବର ବ୍ୟୁରୋ): କେରଳରେ ଡଙ୍ଗାବୁଡ଼ି ଘଟଣା । ମୃତ୍ୟୁସଂଖ୍ୟା ୨୨କୁ ବୃଦ୍ଧି । ଏବେ ବି ନିଖାଜ ଅଛନ୍ତି ଅନେକ ଲୋକେ । ମୃତକଙ୍କ ମଧ୍ୟରେ ରହିଛନ୍ତି ୭ ଶିଶୁ । ଏବେ ବି ଗୁରୁତରମାନେ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି । ଅନ୍ୟପଟେ ରାଜ୍ୟ ସରକାର ମୃତକଙ୍କ ପରିବାର ସଦସ୍ୟଙ୍କୁ ୧୦ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କରିବା ସହିତ ଉକ୍ତ ଘଟଣାରେ ନ୍ୟାୟିକ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।

ଗତକାଲି ଅନ୍ଧାର ରାତିରେ ମଝି ନଈରେ ମଲପ୍ପୁରମ୍ ଜିଲ୍ଲା ତାନୁରରେ ଓଲଟିଥିଲା ଡଙ୍ଗା । ୪୦ ଯାତ୍ରୀଙ୍କ ମଧ୍ୟରେ ଅଧିକାଂଶ ଛୋଟ ପିଲା ଥିବା ସୂଚନା ମିଳିଛି । ଏକ ସ୍କୁଲ୍‌ର ଖରା ଛୁଟି ଅବସରରେ ଛାତ୍ରଛାତ୍ରୀଙ୍କୁ ନେଇ ବୋଟରେ ପିକନିକ ଚାଲିଥିଲା। ହଠାତ୍‌ ଡଙ୍ଗାଟି ତାନୁରରେ ଓଲଟି ପଡ଼ିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା