Masthead

ବ୍ରିଜ ତଳକୁ ଓଲଟିଲା ବସ, ୧୫ ମୃତ

ମଧ୍ୟପ୍ରଦେଶ (ବଡ଼ ଖବର ବ୍ୟୁରୋ): ବ୍ରିଜ ତଳକୁ ଓଲଟିଲା ବସ, ୧୫ ଜଣଙ୍କ ମୃତ୍ୟୁ ହୋଇଥିବାବେଳ ୨୦ ଜଣ ଗୁରୁତର ହୋଇଛନ୍ତି । ଏଭଳି ଅଭାବନୀୟ ଘଟଣା ଘଟିଛି ମଧ୍ୟପ୍ରଦେଶର ଖାର୍ଗୋନ ଜିଲାରେ । ବୋରାଡ ନଦୀ ବ୍ରିଜରୁ ମଙ୍ଗବଳାର ଏକ ଯାତ୍ରୀବାହୀ ବସ୍‌ ଖସିପଡିଛି। ଦୁର୍ଘଟଣା ସମୟରେ ବସରେ ୫୦ରୁ ଅଧିକ ଯାତ୍ରୀ ଥିବା ଜଣାପଡିଛି।

ବସଟି ଇନ୍ଦୋରକୁ ଯାଉଥିବାବେଳେ ଏହି ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି। ମୃତ୍ୟୁ ସଂଖ୍ୟା ଆଗକୁ ବଢିପାରେ ବୋଲି କୁହାଯାଉଛି। ବସ ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା