Masthead

ୟୁପିରେ ଟ୍ୟାକ୍ସ ଫ୍ରି, ପଶ୍ଚିମବଙ୍ଗରେ ବ୍ୟାନ୍

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ବଲିଉଡ ଫିଲ୍ମ ‘ଦ କେରଲା ଷ୍ଟୋରୀ’କୁ ନେଇ ବିବାଦ ଲାଗି ରହିଛି। କେତେକ ରାଜ୍ୟରେ ଫିଲ୍ମକୁ ବ୍ୟାନ କରାଯାଇଛି । କିନ୍ତୁ ଏବେ ମଧ୍ୟପ୍ରଦେଶ ପରେ ଏବେ ଉତ୍ତରପ୍ରଦେଶରେ ମଧ୍ୟ ଦ କେରଳ ଷ୍ଟୋରୀକୁ ଟିକସମୁକ୍ତ କରାଯାଇଛି । ଏଥିସହ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ତାଙ୍କ କ୍ୟାବିନେଟ ସହିତ ଏକ ସ୍ବତନ୍ତ୍ର ସ୍କ୍ରିନିଂରେ ଫିଲ୍ମ ଦେଖିବେ ବୋଲି ସୂଚନା ମିଳିଛି। ଏହାପୂର୍ବରୁ ଏହି ଚଳଚ୍ଚିତ୍ର ମଧ୍ୟପ୍ରଦେଶରେ ଟିକସମୁକ୍ତ କରାଯାଇଥିଲା।

ଗୋଟିଏ ପଟେ ମଧ୍ୟପ୍ରଦେଶ ଓ ଉତ୍ତରପ୍ରଦେଶ ଭଳି ରାଜ୍ୟରେ ଫିଲ୍ମକୁ ଟିକସମୁକ୍ତ କରାଯାଇଥିବା ବେଳେ ପଶ୍ଚିମବଙ୍ଗରେ ଫିଲ୍ମକୁ ସମ୍ପୂର୍ଣ୍ଣ ରୂପେ ବ୍ୟାନ୍ କରାଯାଇଛି । ପଶ୍ଚିମବଙ୍ଗର ସମସ୍ତ ସିନେମା ହଲରୁ ଏହି ଫିଲ୍ମ ହଟାଇବାକୁ ନିର୍ଦ୍ଦେଶ ଦେଇଛନ୍ତି ମମତା ବାନାର୍ଜୀ । ପଶ୍ଚିମବଙ୍ଗରେ ଶାନ୍ତି ବଜାୟ ରଖିବାକୁ ଏଭଳି ନିଷ୍ପତ୍ତି ନିଆଯାଇଥିବା କୁହାଯାଉଛି । ମମତା କହିଛନ୍ତି, ଏହି ଫିଲ୍ମ ଜରିଆରେ କେରଳ ଲୋକଙ୍କ ସମ୍ମାନ କ୍ଷୂର୍ଣ୍ଣ କରାଯାଉଛି । ବିଜେପି ଏଭଳି ସାମ୍ପ୍ରଦାୟିକ ଭେଦଭାବ କାହିଁକି ସୃଷ୍ଟି କରୁଛି । ଏସବୁ କରିବା କଣ ଗୋଟେ ରାଜନୈତିକ ଦଳର କାମ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ