Masthead

ନବୀନ ନିବାସରେ ନୀତୀଶ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେପି ବିରୋଧୀ ମହାମେଣ୍ଟ ପାଇଁ ନବୀନଙ୍କ ସହଯୋଗ ଆଶା କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର । ଆଜି ସେ ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚି ସିଧା ଯାଇଛନ୍ତି ନବୀନ ନିବାସ । ଦୁଇ ନେତାଙ୍କ ମଧ୍ୟରେ ଆଲୋଚନା ହେବ ବିଜେପି ବିରୋଧୀ ମହାମେଣ୍ଟ ସର୍ମ୍ପକରେ । ବିମାନ ବନ୍ଦରରେ ନୀତୀଶଙ୍କୁ ସ୍ୱାଗତ କରିଥିଲେ ମନ୍ତ୍ରୀ ଓ ଅଶୋକ ପଣ୍ଡା ବିଜେଡି ଉପସଭାପତି ଦେବୀ ମିଶ୍ର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ