Masthead

ଦିଲ୍ଲୀ ବୈଠକରେ ଯୋଗ ଦେବେ ନବୀନ!

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୧୮ରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ ଦିଲ୍ଲୀରେ ଢାକିଛନ୍ତି ବୈଠକ । ଏହି ବୈଠକରେ କଂଗ୍ରେସ ବ୍ୟତୀତ ଅଣ ବିଜେପି ମୁଖ୍ୟମନ୍ତ୍ରୀମାନେ ଏକାଠି ହେବେ । ୨୦୨୪ ନିର୍ବାଚନରେ ବିଜେପିକୁ ମାତ ଦେବା ପାଇଁ ପ୍ରସ୍ତୁତ ହେବ ରଣନୀତି । ବୈଠକ ପୂର୍ବରୁ ନୀତୀଶ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜିଙ୍କ ସହ ଅଣ ବିଜେପି, ଅଣ କଂଗ୍ରେସ ମୁଖ୍ୟମନ୍ତ୍ରୀମାନଙ୍କୁ ଭେଟି ସାରିଛନ୍ତି ।

ଆଜି ସେ ତାଙ୍କର ପୁରୁଣା ବନ୍ଧୁ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ନବୀନ ନିବାସରେ ଭେଟିଛନ୍ତି । ନୀତିଶ ଡାକିଥିବା ବୈଠକକୁ ନବୀନ ଯିବେ କି ବୋଲି ଚର୍ଚ୍ଚା ହେଉଛି । ବିଜେଡି ସଦାବେଳେ ସମଦୂରତା ବଜାୟ ରଖୁଥିବା କହୁଥିବାବେଳେ ବିଜେପି ବିରୋଧୀ ମହାମେଣ୍ଟରେ ସାମିଲ ହେବ କି ବୋଲି ଚର୍ଚ୍ଚା ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ