Masthead

ମମତାଙ୍କ ପରେ ନୀତୀଶ ନେବେ ପୁରୀ ଜମି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବିହାରରୁ ଆସୁଥିବା ଶ୍ରୀଜଗନ୍ନାଥ ଭକ୍ତମାନେ ଆଉ ପୁରୀରେ ଅସୁବିଧା ଭୋଗିବେ ନାହିଁ । ପୁରୀରେ ତିଆରି ହେବ ବିହାର ଭବନ । ଏଥିପାଇଁ ଆବଶ୍ୟକ ଜମି ରାଜ୍ୟ ସରକାର ଯୋଗାଇଦେବେ । ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଓ ନବୀନ ପଟ୍ଟନାୟକଙ୍କ ମଧ୍ୟରେ ହୋଇଥିବା ଆଲୋଚନାରେ ଏହା ସ୍ପଷ୍ଟ ହୋଇଛି ।

ବିହାର ଭବନ ପାଇଁ ପୁରୀରେ ଦେଢ଼ ଏକର ଜମି ଯୋଗାଇ ଦେବା ପାଇଁ ନୀତୀଶ କୁମାର ତାଙ୍କ ପୁରୁଣା ବନ୍ଧୁ ନବୀନ ପଟ୍ଟନାୟକଙ୍କୁ ଅନୁରୋଧ କରିଥିଲେ । ଅନୁରୋଧ ରକ୍ଷା କରିଥିଲେ ନବୀନ । ମାଗଣାରେ ଜମି ଯୋଗାଇଦେବେ ବୋଲି ଦେଇଛନ୍ତି ପ୍ରତିଶୃତି । ପୂର୍ବରୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଅନୁରୋଧ ରକ୍ଷା କରି ନବୀନ ମାଗଣାରେ ଜମି ଯୋଗାଇଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ