ପାଣି ପାଇଁ ଗରା, ବାଲଟି ଧରି ଧାରଣାରେ ଗ୍ରାମବାସୀ

ବସ୍ତା(ବଡ଼ ଖବର ବ୍ୟୁରୋ): ପାଣି ପାଇଁ ଧାରଣା । ବାଲେଶ୍ୱର ଜିଲ୍ଲା ବସ୍ତା ବ୍ଲକ କୁଡିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ପିଇବା ପାଣି ପାଇଁ ଗରା ବାଲଟି ରଖି ଧାରଣା ଦେଲେ ଗ୍ରାମବାସୀ । ସୂଚନା ଅନୁଯାୟୀ କୁଡିଆ ପଞ୍ଚାୟତରେ ଲୋକମାନଙ୍କୁ ପିଇବା ପାଣି ଯୋଗାଇବା ପାଇଁ ବସୁଧା ଯୋଜନାରେ ଗୋଟିଏ ଓଭର ହେଡ ପାଣି ଟାଙ୍କି ରହିଥିବା ବେଳେ ସେଥିରେ ୩ ହଜାରରୁ ଅଧିକ ଲୋକେ ନିର୍ଭର କରିଥାନ୍ତି ।

ମାତ୍ର ଗତ ୩ ମାସ ଧରି ସେଥିରୁ ଗୋଳିଆ ପାଣି ବାହାରୁଥିବାରୁ ଲୋକମାନେ ପାଣି ପାଇଁ ନାନା ଅସୁବିଧାରେ ସମ୍ମୁଖୀନ ହେଉଛନ୍ତି । ଏନେଇ ଗ୍ରାମବାସୀ ମାନେ ସରପଞ୍ଚଠୁ ଆରମ୍ଭ କରି ବିଭାଗୀୟ ଅଧିକାରୀଙ୍କ ନିକଟରେ ବାରମ୍ବାର ଅଭିଯୋଗ କରିଥିଲେ ମଧ୍ୟ କୌଣସି ସୁଫଳ ନମିଳିବାରୁ ଗରା ବାଲଟି ରଖି ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’